ଯିଶାଇୟ 30:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ କହନ୍ତି, ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର; Gade chapit laପବିତ୍ର ବାଇବଲ (Re-edited) - (BSI)10 ସେମାନେ ଦର୍ଶକଗଣକୁ କହନ୍ତି, ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍ବକ୍ତାଗଣକୁ କହନ୍ତି, ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର; Gade chapit laଓଡିଆ ବାଇବେଲ10 ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ” ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ କହନ୍ତି, “ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର; Gade chapit laପବିତ୍ର ବାଇବଲ10 ସେମାନେ ଦର୍ଶକମାନଙ୍କୁ କୁହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ କୁହନ୍ତି ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ବିଶ୍ୱାସ ବାକ୍ୟ ପ୍ରଗ୍ଭର କର ନାହିଁ। ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଗ୍ଭର କର। Gade chapit la |