ଯିଶାଇୟ 30:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।” Gade chapit laପବିତ୍ର ବାଇବଲ (Re-edited) - (BSI)15 କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ଵରୂପ କହିଲେ, ଫେରିଲେ ଓ ଶା; ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ଵାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି ତୁମ୍ଭେମାନେ ଅସମ୍ମତ ହେଲ। Gade chapit laଓଡିଆ ବାଇବେଲ15 କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ। Gade chapit laପବିତ୍ର ବାଇବଲ15 ମୋର ପ୍ରଭୁ ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କୁହନ୍ତି, “ତୁମ୍ଭେମାନେ ଯଦି ମୋ’ ନିକଟକୁ ଫେରି ଆସିବ ତେବେ ତୁମ୍ଭେମାନେ ପରିତ୍ରାଣ ପାଇବ। ସୁସ୍ଥିର, ଶାନ୍ତ ହେଲେ ଓ ବିଶ୍ୱାସ ରଖିଲେ ବନ୍ଦ ହେବ।” ମାତ୍ର ତୁମ୍ଭେମାନେ ଅସମ୍ମତ ହେଲ। Gade chapit la |