ଯିଶାଇୟ 30:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମାତ୍ର ତୁମ୍ଭେମାନେ କହିଲ, “ନା, ଆମ୍ଭେମାନେ ଅଶ୍ୱରେ ପଳାଇବୁ;” ଏଥିପାଇଁ ତୁମ୍ଭେମାନେ ପଳାତକ ହେବ; ଆଉ କହିଲ, “ଆମ୍ଭେମାନେ ଦ୍ରୁତଗାମୀ ବାହନରେ ଚଢ଼ିବା;” ଏଥିପାଇଁ ତୁମ୍ଭମାନଙ୍କ ପଶ୍ଚାତ୍ ଗୋଡ଼ାଇବା ଲୋକମାନେ ଦ୍ରୁତଗାମୀ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ମାତ୍ର ତୁମ୍ଭେମାନେ କହିଲ, ନା, ଆମ୍ଭେମାନେ ଅଶ୍ଵରେ ପଳାଇବୁ; ଏଥିପାଇଁ ତୁମ୍ଭେମାନେ ପଳାତକ ହେବ; ଆଉ କହିଲ, ଆମ୍ଭେମାନେ ଦ୍ରୁତଗାମୀ ବାହନରେ ଚଢ଼ିବା; ଏଥିପାଇଁ ତୁମ୍ଭମାନଙ୍କ ପଶ୍ଚାତ୍ ଗୋଡ଼ାଇବା ଲୋକମାନେ ଦ୍ରୁତଗାମୀ ହେବେ। Gade chapit laଓଡିଆ ବାଇବେଲ16 ମାତ୍ର ତୁମ୍ଭେମାନେ କହିଲ, ନା, ଆମ୍ଭେମାନେ ଅଶ୍ୱରେ ପଳାଇବୁ; ଏଥିପାଇଁ ତୁମ୍ଭେମାନେ ପଳାତକ ହେବ; ଆଉ କହିଲ, ଆମ୍ଭେମାନେ ଦ୍ରୁତଗାମୀ ବାହନରେ ଚଢ଼ିବା; ଏଥିପାଇଁ ତୁମ୍ଭମାନଙ୍କ ପଶ୍ଚାତ୍ ଗୋଡ଼ାଇବା ଲୋକମାନେ ଦ୍ରୁତଗାମୀ ହେବେ। Gade chapit laପବିତ୍ର ବାଇବଲ16 ତୁମ୍ଭେମାନେ କୁହ, “ନା, ଆମ୍ଭେମାନେ ଅଶ୍ୱରେ ପଳାଇବୁ।” ମାତ୍ର ଶତ୍ରୁମାନେ ତୁମ୍ଭ ପଶ୍ଚାତ୍ଧାବନ କରିବେ। ତୁମ୍ଭେମାନେ ଦ୍ରୁତଗାମୀ ବାହନରେ ଗଲେ ମଧ୍ୟ ଅନୁଧାବନକାରୀ ଆହୁରି ଦ୍ରୁତଗାମୀ ହେବେ। Gade chapit la |
ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, “ଦ୍ୱାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ଡାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ଡ ଖଣ୍ଡ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ।