ଯିଶାଇୟ 30:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)18 ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ଵର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ। Gade chapit laଓଡିଆ ବାଇବେଲ18 ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ। Gade chapit laପବିତ୍ର ବାଇବଲ18 ସେଥି ସକାଶେ ସଦାପ୍ରଭୁ ତୁମ୍ଭମାନଙ୍କୁ ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ। ସେ ମଧ୍ୟ ତୁମ୍ଭମାନଙ୍କୁ ଦୟା କରିବାକୁ ଉନ୍ନତ ହେବେ। କାରଣ ସଦାପ୍ରଭୁ ନ୍ୟାୟ ବିଗ୍ଭରକାରୀ ପରମେଶ୍ୱର ଅଟନ୍ତି। ଯେଉଁମାନେ ତାଙ୍କୁ ଅପେକ୍ଷା କରନ୍ତି ସେ ସମସ୍ତେ ଧନ୍ୟ। Gade chapit la |