ଯିଶାଇୟ 30:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବାମାତ୍ରେ ତୁମ୍ଭକୁ ଉତ୍ତର ଦେବେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବା ମାତ୍ରେ ତୁମ୍ଭକୁ ଉତ୍ତର ଦେବେ। Gade chapit laଓଡିଆ ବାଇବେଲ19 ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବା ମାତ୍ରେ ତୁମ୍ଭକୁ ଉତ୍ତର ଦେବେ। Gade chapit laପବିତ୍ର ବାଇବଲ19 ସଦାପ୍ରଭୁଙ୍କର ସନ୍ତାନଗଣ ଯିରୁଶାଲମର ସିୟୋନ ପର୍ବତରେ ବାସ କରିବେ। ତୁମ୍ଭେମାନେ ଆଉ କ୍ରନ୍ଦନ କରିବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ରୋଦନ ଶୁଣିବେ ଓ ତୁମ୍ଭମାନଙ୍କୁ ଅନୁଗ୍ରହ କରିବେ। ସେ ଶୁଣିବା ମାତ୍ରେ ତୁମ୍ଭମାନଙ୍କୁ ସାହାଯ୍ୟ କରିବେ। Gade chapit la |
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।