ଯିଶାଇୟ 30:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମାଗଣର ମଣ୍ଡନ ଓ ଛାଞ୍ଚରେ ଢଳା ସ୍ୱର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେହି ସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ, ଏଠାରୁ ବାହାରି ଯାଅ। Gade chapit laପବିତ୍ର ବାଇବଲ (Re-edited) - (BSI)22 ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମା-ଗଣର ମଣ୍ତନ ଓ ଛାଞ୍ଚରେ ଢଳା ସ୍ଵର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ ଏଠାରୁ ବାହାରି ଯାଅ। Gade chapit laଓଡିଆ ବାଇବେଲ22 ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମାଗଣର ମଣ୍ଡନ ଓ ଛାଞ୍ଚରେ ଢଳା ସ୍ୱର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେହି ସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ, “ଏଠାରୁ ବାହାରି ଯାଅ।” Gade chapit laପବିତ୍ର ବାଇବଲ22 ତୁମ୍ଭମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ଆଚ୍ଛାଦିତ ପ୍ରତିମାଗୁଡ଼ିକ ତୁମ୍ଭମାନଙ୍କୁ ପାପାଶକ୍ତି ବା ଅଶୁଚି କରିଦେଇଛନ୍ତି। ମାତ୍ର ତୁମ୍ଭେମାନେ ସେହି ମିଥ୍ୟା ପ୍ରଭୁଙ୍କୁ ଆଉ ସେବା କରିବ ନାହିଁ। ଆଉ ତୁମ୍ଭେମାନେ ସେଗୁଡ଼ିକୁ ଅଶୁଚି ବସ୍ତୁ ତୁଲ୍ୟ ଫିଙ୍ଗି ଦେବ ଏବଂ କହିବ “ଏଠାରୁ ବାହାରି ଯାଅ।” Gade chapit la |
ଏହିସବୁ ସମାପ୍ତ ହେଲା ଉତ୍ତାରେ ଉପସ୍ଥିତ ସମଗ୍ର ଇସ୍ରାଏଲ ଯିହୁଦାର ନଗରମାନଙ୍କୁ ଯାଇ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ କାଟି ପକାଇଲେ, ପୁଣି ନିଃଶେଷରେ ବିନାଶ ନ କରିବା ପର୍ଯ୍ୟନ୍ତ ସମସ୍ତ ଯିହୁଦା ଓ ବିନ୍ୟାମୀନ୍ ମଧ୍ୟରୁ, ଆହୁରି ଇଫ୍ରୟିମ ଓ ମନଃଶିରେ ସ୍ଥିତ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ। ତହୁଁ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ଓ ନଗରକୁ ଫେରିଗଲେ।