ଯିଶାଇୟ 30:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆହୁରି, ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର ଆଘାତ ସ୍ଥାନ ବାନ୍ଧିବେ ଓ ପ୍ରହାରଜାତ ସେମାନଙ୍କ କ୍ଷତ ସୁସ୍ଥ କରିବେ, ସେହି ଦିନରେ ଚନ୍ଦ୍ରମାର ଦୀପ୍ତି ସୂର୍ଯ୍ୟର ଦୀପ୍ତି ତୁଲ୍ୟ ହେବ, ଆଉ ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତି ତୁଲ୍ୟ ସପ୍ତଗୁଣ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)26 ଆହୁରି, ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର ଆଘାତ ସ୍ଥାନ ବାନ୍ଧିବେ ଓ ପ୍ରହାରଜାତ ସେମାନଙ୍କ କ୍ଷତ ସୁସ୍ଥ କରିବେ, ସେଦିନରେ ଚନ୍ଦ୍ରମାର ଦୀପ୍ତି ସୂର୍ଯ୍ୟର ଦୀପ୍ତି ତୁଲ୍ୟ ହେବ, ଆଉ ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତି ତୁଲ୍ୟ ସପ୍ତଗୁଣ ହେବ। Gade chapit laଓଡିଆ ବାଇବେଲ26 ଆହୁରି, ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର ଆଘାତ ସ୍ଥାନ ବାନ୍ଧିବେ ଓ ପ୍ରହାରଜାତ ସେମାନଙ୍କ କ୍ଷତ ସୁସ୍ଥ କରିବେ, ସେହି ଦିନରେ ଚନ୍ଦ୍ରମାର ଦୀପ୍ତି ସୂର୍ଯ୍ୟର ଦୀପ୍ତି ତୁଲ୍ୟ ହେବ, ଆଉ ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତି ତୁଲ୍ୟ ସପ୍ତଗୁଣ ହେବ। Gade chapit laପବିତ୍ର ବାଇବଲ26 ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର କ୍ଷତ ସ୍ଥାନରେ ପଟି ବାନ୍ଧିବେ ଓ ପ୍ରହାର ଜନିତ ଆଘାତରୁ ସୁସ୍ଥ କରିବେ। ସେହି ଦିନ ଚନ୍ଦ୍ରର ଦୀପ୍ତି ସୂର୍ଯ୍ୟର ଦୀପ୍ତିପରି ଉଜ୍ଜ୍ୱଳ ହେବ। ପୁଣି ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତିତୁଲ୍ୟ ସାତଗୁଣ ଉଜ୍ଜ୍ୱଳ ଦେଖାଯିବ। Gade chapit la |