ଯିଶାଇୟ 30:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପୁଣି, ତାହାଙ୍କର ଶ୍ୱାସବାୟୁ ପ୍ଲାବିତ ସ୍ରୋତ ତୁଲ୍ୟ, ସର୍ବଦେଶୀୟ ଲୋକମାନଙ୍କୁ ଅସାରତାରୂପ ଚାଲୁଣୀରେ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି; ଆଉ, ଗୋଷ୍ଠୀସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)28 ପୁଣି, ତାହାଙ୍କର ଶ୍ଵାସବାୟୁ ପ୍ଳାବିତ ସ୍ରୋତ ତୁଲ୍ୟ, ସର୍ବଦେଶୀୟ ଲୋକମାନଙ୍କୁ ଅସାରତାରୂପ ଚାଲୁଣୀରେ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି; ଆଉ, ଗୋଷ୍ଠୀସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ । Gade chapit laଓଡିଆ ବାଇବେଲ28 ପୁଣି, ତାହାଙ୍କର ଶ୍ୱାସବାୟୁ ପ୍ଳାବିତ ସ୍ରୋତ ତୁଲ୍ୟ, ସର୍ବଦେଶୀୟ ଲୋକମାନଙ୍କୁ ଅସାରତାରୂପ ଚାଲୁଣୀରେ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି; ଆଉ, ଗୋଷ୍ଠୀସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ। Gade chapit laପବିତ୍ର ବାଇବଲ28 ସଦାପ୍ରଭୁଙ୍କର ଆତ୍ମା ନଦୀର ପ୍ଳାବିତ ସ୍ରୋତ ତୁଲ୍ୟ ସର୍ବଦେଶୀୟ ଲୋକମାନଙ୍କୁ ‘ଅସାରତା ରୂପକ ଗ୍ଭଲୁଣୀରେ’ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି। ଆଉ ସେହି ଗୋଷ୍ଠୀ ସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ। Gade chapit la |