ଯିଶାଇୟ 30:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେହିପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)29 ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ। Gade chapit laଓଡିଆ ବାଇବେଲ29 ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେହିପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ। Gade chapit laପବିତ୍ର ବାଇବଲ29 ସେହି ସମୟରେ ପବିତ୍ର ଉତ୍ସବ ପାଳନ ରାତ୍ରିପରି ତୁମ୍ଭେମାନେ ଆନନ୍ଦରେ ଗାନ କରିବ। ପୁଣି ସଦାପ୍ରଭୁଙ୍କ ପର୍ବତକୁ ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ। Gade chapit la |
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।