ଯିଶାଇୟ 30:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ପୁଣି, ଯେଉଁ ନିରୂପିତ ଯଷ୍ଟି ସଦାପ୍ରଭୁ ତାହା ଉପରେ ଥୋଇବେ, ତହିଁର ପ୍ରତ୍ୟେକ ଆଘାତ ସମୟରେ ତବଲା ଓ ବୀଣା ବାଜିବ ଓ ସେ ସେମାନଙ୍କ ସହିତ ମହାଯୁଦ୍ଧ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)32 ପୁଣି, ଯେଉଁ ନିରୂପିତ ଯଷ୍ଟି ସଦାପ୍ରଭୁ ତାହା ଉପରେ ଥୋଇବେ, ତହିଁର ପ୍ରତ୍ୟେକ ଆଘାତ ସମୟରେ ତବଲା ଓ ବୀଣା ବାଜିବ ଓ ସେ ସେମାନଙ୍କ ସହିତ ମହାଯୁଦ୍ଧ କରିବେ। Gade chapit laଓଡିଆ ବାଇବେଲ32 ପୁଣି, ଯେଉଁ ନିରୂପିତ ଯଷ୍ଟି ସଦାପ୍ରଭୁ ତାହା ଉପରେ ଥୋଇବେ, ତହିଁର ପ୍ରତ୍ୟେକ ଆଘାତ ସମୟରେ ତବଲା ଓ ବୀଣା ବାଜିବ ଓ ସେ ସେମାନଙ୍କ ସହିତ ମହାଯୁଦ୍ଧ କରିବେ। Gade chapit laପବିତ୍ର ବାଇବଲ32 ସଦାପ୍ରଭୁ ଅଶୂରକୁ ତବଲା ଓ ବୀଣାରେ ଆଘାତ କଲାପରି ପିଟିବେ। ତାଙ୍କର ମହାଶକ୍ତିରେ ସେ ଅଶୂରର ପତନ ଘଟାଇବେ। Gade chapit la |
କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକାଗଲେ ହେଁ ସେ ସେମାନଙ୍କ ରବରେ ଉଦ୍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।