ଯିଶାଇୟ 30:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 କାରଣ ତୋଫତ୍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ। Gade chapit laପବିତ୍ର ବାଇବଲ (Re-edited) - (BSI)33 କାରଣ ତୋଫତ୍ (ଅଗ୍ନିକୁଣ୍ତ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ଵଳିତ କରେ। Gade chapit laଓଡିଆ ବାଇବେଲ33 କାରଣ ତୋଫତ୍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ। Gade chapit laପବିତ୍ର ବାଇବଲ33 ତୋଫତ୍ ବହୁକାଳରୁ ନିର୍ମିତ ହୋଇଅଛି। ତାହା ରାଜା ନିର୍ମିତ ପ୍ରସ୍ତୁତ ହୋଇଛି। ସେ ତାହାକୁ ଅତି ଗଭୀର ଓ ପ୍ରଶସ୍ତ କରିଛନ୍ତି। ସେଥିରେ ସ୍ତୁପ ଅଗ୍ନି ଓ ପ୍ରଚୁର କାଠ ଅଛି। ପୁଣି ସଦାପ୍ରଭୁଙ୍କର ଆତ୍ମା ଗନ୍ଧକ ସ୍ରୋତପରି ପ୍ରଜ୍ୱଳିତ ହୋଇ ପୋଡ଼ି ପକାଏ। Gade chapit la |