ଯିଶାଇୟ 30:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେଉଁ ଗୋଷ୍ଠୀ ସେମାନଙ୍କର ଉପକାର କରି ନ ପାରନ୍ତି, ସେମାନଙ୍କ ବିଷୟରେ ସେସମସ୍ତେ ଲଜ୍ଜିତ ହେବେ, ସେ ଗୋଷ୍ଠୀ ସାହାଯ୍ୟକାରୀ କିମ୍ବା ଉପକାରଜନକ ନୁହନ୍ତି, ମାତ୍ର ଲଜ୍ଜା ଓ ଦୁର୍ନାମ ସ୍ୱରୂପ ଅଟନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)5 ଯେଉଁ ଗୋଷ୍ଠୀ ସେମାନଙ୍କର ଉପକାର କରି ନ ପାରନ୍ତି, ସେମାନଙ୍କ ବିଷୟରେ ସେସମସ୍ତେ ଲଜ୍ଜିତ ହେବେ, ସେ ଗୋଷ୍ଠୀ ସାହାଯ୍ୟକାରୀ କି ଉପକାରଜନକ ନୁହନ୍ତି, ମାତ୍ର ଲଜ୍ଜା ଓ ଦୁର୍ନାମ ସ୍ଵରୂପ ଅଟନ୍ତି। Gade chapit laଓଡିଆ ବାଇବେଲ5 ଯେଉଁ ଗୋଷ୍ଠୀ ସେମାନଙ୍କର ଉପକାର କରି ନ ପାରନ୍ତି, ସେମାନଙ୍କ ବିଷୟରେ ସେସମସ୍ତେ ଲଜ୍ଜିତ ହେବେ, ସେ ଗୋଷ୍ଠୀ ସାହାଯ୍ୟକାରୀ କିମ୍ବା ଉପକାରଜନକ ନୁହନ୍ତି, ମାତ୍ର ଲଜ୍ଜା ଓ ଦୁର୍ନାମ ସ୍ୱରୂପ ଅଟନ୍ତି।” Gade chapit laପବିତ୍ର ବାଇବଲ5 ସେମାନେ ହତାଶ ହେବେ କାରଣ ଯେଉଁ ବ୍ୟକ୍ତିମାନଙ୍କ ଉପରେ ସେମାନେ ସାହାଯ୍ୟ ପାଇଁ ବିଶ୍ୱାସ କରିବେ, ସେମାନେ ସାହାଯ୍ୟ କରିବେ ନାହିଁ। ସେମାନେ ଲଜ୍ଜା ଏବଂ କଳଙ୍କ ପାଇବେ।” Gade chapit la |