ଯିଶାଇୟ 30:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)6 ଦକ୍ଷିଣର ପଶୁଗଣ ବିଷୟକ ଭାରୋକ୍ତି। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ଵାରା ସେମାନଙ୍କର ଉପକାର ନୋହିବ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍ଜ ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି। Gade chapit laଓଡିଆ ବାଇବେଲ6 ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତ ବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି। Gade chapit laପବିତ୍ର ବାଇବଲ6 ଦକ୍ଷିଣର ପଶୁଗଣଙ୍କ ପ୍ରତି ଦୁଃଖ ବାର୍ତ୍ତା: ଯିହୁଦାର ଦକ୍ଷିଣ ପ୍ରାନ୍ତ ଅତି ଭୟଙ୍କର ସ୍ଥାନ। ସେ ସ୍ଥାନ ସିଂହ, ସିଂହୀ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପରେ ପରିପୂର୍ଣ୍ଣ। ସେହି ସଙ୍କଟମୟ ଓ ଯନ୍ତ୍ରଣାମୟ ଗୋଷ୍ଠୀ ଉପକାର କରିବ ନାହିଁ। ମାତ୍ର ଏପରି ଏକ ଗୋଷ୍ଠୀ ନିକଟକୁ ସେମାନେ ଯୁବା ଗର୍ଦ୍ଦଭଗଣଙ୍କ ସ୍କନ୍ଧରେ ନିଜ ନିଜର ଧନ ଓ ଓଟମାନଙ୍କ ପିଠି ଉପରେ ନିଜ ନିଜର ସମ୍ପତ୍ତି ବହନ କରି ନିଅନ୍ତି। Gade chapit la |