ଯିଶାଇୟ 31:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର! Gade chapit laପବିତ୍ର ବାଇବଲ (Re-edited) - (BSI)1 ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ଵଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ଵାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ଵାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ଵରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ଵେଷଣ ନ କରନ୍ତି , ସେମାନେ ସନ୍ତାପର ପାତ୍ର ! Gade chapit laଓଡିଆ ବାଇବେଲ1 ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର ! Gade chapit laପବିତ୍ର ବାଇବଲ1 ମିଶରକୁ ସାହାଯ୍ୟ ପାଇଁ ଯାଉଥିବା ଲୋକମାନଙ୍କୁ ଦେଖ। ସେମାନେ ଅଶ୍ୱମାନଙ୍କ ଉପରେ ନିର୍ଭର କରନ୍ତି। ସେମାନେ ଆଶା କରନ୍ତି ଅଶ୍ୱଗଣ ସେମାନଙ୍କୁ ରକ୍ଷା କରିବେ। ଆଉ ମଧ୍ୟ ସେମାନେ ଭାବନ୍ତି ଅତ୍ୟଧିକ ରଥ ଓ ବହୁ ବଳବାନ ଅଶ୍ୱାରୋହୀ ସୈନ୍ୟ ଥିବାରୁ ସେମାନେ ସୁରକ୍ଷିତ। ସେମାନେ ଇସ୍ରାଏଲର ପବିତ୍ରତା ପ୍ରତି ବିଶ୍ୱାସ ରଖନ୍ତି ନାହିଁ କିମ୍ବା ସଦାପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି ନାହିଁ। ତେଣୁ ସେମାନେ ସନ୍ତାପର ପାତ୍ର। Gade chapit la |