ଯିଶାଇୟ 31:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ; ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ। Gade chapit laଓଡିଆ ବାଇବେଲ2 ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ; ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ। Gade chapit laପବିତ୍ର ବାଇବଲ2 ମାତ୍ର ସଦାପ୍ରଭୁ ଜ୍ଞାନବାନ। ସେ ଅମଙ୍ଗଳ ଘଟାଇବେ। ସେ ନିଜର ବାକ୍ୟକୁ ଅନ୍ୟଥା କରିବେ ନାହିଁ। ସେ ମନ୍ଦାଗ୍ଭରୀମାନଙ୍କ ପ୍ରତିକୂଳରେ ଓ ଅଧର୍ମାଗ୍ଭରୀମାନଙ୍କ ସହାୟକଗଣଙ୍କ ବିରୁଦ୍ଧରେ ଉଠିବେ। Gade chapit la |
ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।