ଯିଶାଇୟ 31:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 “ସେହି ସମୟରେ ଅଶୂରୀୟ ଖଡ୍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ୍ଗରେ ନୁହେଁ; ପୁଣି ଖଡ୍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ୍ଗ ନୁହେଁ; ଆଉ, ସେ ଖଡ୍ଗ ସମ୍ମୁଖରୁ ପଳାଇବ ଓ ତାହାର ଯୁବକମାନେ ପରାଧୀନ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ସେସମୟରେ ଅଶୂରୀୟ ଖଡ଼୍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ଼୍ଗରେ ନୁହେଁନ୍ତ ପୁଣି, ଖଡ଼୍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ଼୍ଗ ନୁହେଁ; ଆଉ, ସେ ଖଡ଼୍ଗ ସମ୍ମୁଖରୁ ପଳାଇବ ଓ ତାହାର ଯୁବକମାନେ ପରାଧୀନ ହେବେ। Gade chapit laଓଡିଆ ବାଇବେଲ8 ସେହି ସମୟରେ ଅଶୂରୀୟ ଖଡ୍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ୍ଗରେ ନୁହେଁ; ପୁଣି ଖଡ୍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ୍ଗ ନୁହେଁ; ଆଉ, ସେ ଖଡ୍ଗ ସମ୍ମୁଖରୁ ପଳାଇବ ଓ ତାହାର ଯୁବକମାନେ ପରାଧୀନ ହେବେ। Gade chapit laପବିତ୍ର ବାଇବଲ8 ଏହା ସତ୍ୟ ସେଦିନ ଅଶୂର ଖଡ଼୍ଗରେ ପତିତ ହେବ। ମାତ୍ର ତାହା ମନୁଷ୍ୟର ଖଡ଼୍ଗ ନୁହେଁ। ଅଶୂର ସମ୍ପୂର୍ଣ୍ଣ ବିନଷ୍ଟ ହେବ ମାତ୍ର ତାହା ମନୁଷ୍ୟ ଖଡ଼୍ଗରେ ନୁହେଁ। ପୁଣି ସେ ଖଡ଼୍ଗରେ ସମ୍ମୁଖରୁ ପଳାୟନ କରିବ। ତା'ର ଯୁବକମାନେ କ୍ରୀତଦାସ ହେବେ। Gade chapit la |
ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,