ଯିଶାଇୟ 31:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ତ୍ରାସପ୍ରଯୁକ୍ତ ତାହାର ଶୈଳ ଅନ୍ତର୍ହିତ ହେବ ଓ ତାହାର ଅଧିପତିମାନେ ଧ୍ୱଜା ଦେଖି ଉଦ୍ବିଗ୍ନ ହେବେ,” ସିୟୋନରେ ଯାହାଙ୍କର ଅଗ୍ନି ଓ ଯିରୂଶାଲମରେ ଯାହାଙ୍କର ଅଗ୍ନିକୁଣ୍ଡ ଅଛି, ସେହି ସଦାପ୍ରଭୁ ଏହି କଥା କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)9 ପୁଣି, ତ୍ରାସପ୍ରଯୁକ୍ତ ତାହାର ଶୈଳ ଅନ୍ତର୍ହିତ ହେବ ଓ ତାହାର ଅଧିପତିମାନେ ଧ୍ଵଜା ଦେଖି ଉଦ୍ବିଗ୍ନ ହେବେ, ସିୟୋନରେ ଯାହାଙ୍କର ଅଗ୍ନି ଓ ଯିରୂଶାଲମରେ ଯାହାଙ୍କର ଅଗ୍ନିକୁଣ୍ତ ଅଛି, ସେହି ସଦାପ୍ରଭୁ ଏହି କଥା କହନ୍ତି। Gade chapit laଓଡିଆ ବାଇବେଲ9 ପୁଣି, ତ୍ରାସପ୍ରଯୁକ୍ତ ତାହାର ଶୈଳ ଅନ୍ତର୍ହିତ ହେବ ଓ ତାହାର ଅଧିପତିମାନେ ଧ୍ୱଜା ଦେଖି ଉଦ୍ବିଗ୍ନ ହେବେ,” ସିୟୋନରେ ଯାହାଙ୍କର ଅଗ୍ନି ଓ ଯିରୂଶାଲମରେ ଯାହାଙ୍କର ଅଗ୍ନିକୁଣ୍ଡ ଅଛି, ସେହି ସଦାପ୍ରଭୁ ଏହି କଥା କହନ୍ତି। Gade chapit laପବିତ୍ର ବାଇବଲ9 ଆଉ ତା'ର ଶୈଳ ଅନ୍ତର୍ହିତ ହେବ। ତା'ର ଅଧିପତିମାନେ ଧ୍ୱଜା ଛାଡ଼ି ପଳାୟନ କରିବେ। ସଦାପ୍ରଭୁ ଏହିସବୁ କୁହନ୍ତି, “ତାଙ୍କର ଅଗ୍ନି ସିୟୋନରେ ଓ ଯଜ୍ଞବେଦି ଯିରୁଶାଲମରେ ଅଛି।” Gade chapit la |