ଯିଶାଇୟ 32:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଶେଷରେ ଊର୍ଦ୍ଧ୍ୱରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ ପ୍ରାନ୍ତର ଉର୍ବରା କ୍ଷେତ୍ର ହେବ ଓ ଉର୍ବରା କ୍ଷେତ୍ର ଅରଣ୍ୟ ବୋଲି ଗଣାଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଶେଷରେ ଊର୍ଦ୍ଧ୍ଵରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ ପ୍ରାନ୍ତର ଉର୍ବରା କ୍ଷେତ୍ର ହେବ ଓ ଉର୍ବରା କ୍ଷେତ୍ର ଅରଣ୍ୟ ବୋଲି ଗଣାଯିବ। Gade chapit laଓଡିଆ ବାଇବେଲ15 ଶେଷରେ ଉର୍ଦ୍ଧ୍ୱରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ ପ୍ରାନ୍ତର ଉର୍ବରା କ୍ଷେତ୍ର ହେବ ଓ ଉର୍ବରା କ୍ଷେତ୍ର ଅରଣ୍ୟ ବୋଲି ଗଣାଯିବ। Gade chapit laପବିତ୍ର ବାଇବଲ15 ଆତ୍ମା ଊର୍ଦ୍ଧ୍ୱରୁ ଆସିବା ପର୍ଯ୍ୟନ୍ତ ଏହିସବୁ ଗ୍ଭଲୁ ରହିବ। ବର୍ତ୍ତମାନ ଏହା ଧାର୍ମିକମାନଙ୍କ ଇଚ୍ଛା ପାଇଁ ମରୁଭୂମି ହୋଇଛି, ତା'ପରେ ମରୁଭୂମି ଠିକ୍ ବିଗ୍ଭରରେ ପାଇବେ ଏବଂ ଫଳ ବଗିଗ୍ଭ ଜଙ୍ଗଲରେ ପରିଣତ ହେବ। Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।