Biblia Todo Logo
Bib sou entènèt

- Piblisite -




ଯିଶାଇୟ 32:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍‍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ୱାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ଵାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ।

Gade chapit la Kopi

ଓଡିଆ ବାଇବେଲ

7 ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍‍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ୱାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ।

Gade chapit la Kopi

ପବିତ୍ର ବାଇବଲ

7 ଆଉ ମଧ୍ୟ ଖଳ ଲୋକର ଉପାୟ ସବୁ ମନ୍ଦ। ସେ ଦରିଦ୍ରଠାରୁ ସମସ୍ତ ଅପହରଣ କରିବାକୁ ଯୋଜନା କଲେ। ସେ ଦରିଦ୍ର ଲୋକମାନଙ୍କୁ ମିଥ୍ୟା ଅଭିଯୋଗ ସାହାଯ୍ୟରେ ଧ୍ୱଂସ କରିବାକୁ ଶପଥ ନିଏ, ଯଦିବା ସେତେବେଳେ ସେହି ଦରିଦ୍ର ଲୋକ ଯାହା କହେ, ତାହା ସଠିକ୍।

Gade chapit la Kopi




ଯିଶାଇୟ 32:7
24 Referans Kwoze  

ଯେଉଁମାନେ ଲାଞ୍ଚ ସକାଶେ ଦୁଷ୍ଟକୁ ନିର୍ଦ୍ଦୋଷ କରନ୍ତି ଓ ଧାର୍ମିକର ଧାର୍ମିକତା ତାହାଠାରୁ ଦୂର କରନ୍ତି, ସେମାନେ ସନ୍ତାପର ପାତ୍ର!


ଆଉ ଯୀଶୁଙ୍କୁ ଛଳରେ ଧରି ବଧ କରିବା ନିମନ୍ତେ ମନ୍ତ୍ରଣା କଲେ;


ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ।


ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍‍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପାʼନ୍ତି ଓ ପାରିତୋଷିକର ପଶ୍ଚାଦ୍‍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।


ଦୁଷ୍ଟମାନେ ମୋତେ ବିନାଶ କରିବା ପାଇଁ ଚାହିଁ ରହିଅଛନ୍ତି; ମାତ୍ର ମୁଁ ତୁମ୍ଭର ପ୍ରମାଣ-ବାକ୍ୟ ବିବେଚନା କରିବି।


ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।


ଦୁଷ୍ଟ ଲୋକ ପ୍ରତି ଦୟା ପ୍ରକାଶ କରାଗଲେ ହେଁ ସେ ଧର୍ମ ଶିଖିବ ନାହିଁ; ସରଳତାର ଦେଶରେ ସେ ଅନ୍ୟାୟ କରିବ ଓ ସଦାପ୍ରଭୁଙ୍କର ମହିମାକୁ ଅନାଇବ ନାହିଁ।


ସେମାନେ କଥାରେ ମନୁଷ୍ୟକୁ ଦୋଷୀ କରନ୍ତି ଓ ନଗର-ଦ୍ୱାରରେ ଦୋଷବକ୍ତା ନିମନ୍ତେ ଫାନ୍ଦ ପାତନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି।


ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।


ହଁ, ସତ୍ୟତାର ଅଭାବ ହୋଇଅଛି ଓ ଯେ ଦୁଷ୍କର୍ମ ତ୍ୟାଗ କରେ, ସେ ଆପଣାକୁ ଲୁଟିତ ସ୍ୱରୂପ କରେ; ପୁଣି, ସଦାପ୍ରଭୁ ଏହା ଦେଖିଲେ: ଆଉ, ନ୍ୟାୟବିଚାର ନ ଥିବାରୁ ଅସନ୍ତୁଷ୍ଟ ହେଲେ।


ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ।


ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ।


Swiv nou:

Piblisite


Piblisite