ଯିଶାଇୟ 33:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସଦାପ୍ରଭୁ କହନ୍ତି, “ଆମ୍ଭେ ଏବେ ଉଠିବା,” “ଆମ୍ଭେ ଏବେ ଆପଣାକୁ ଉଠାଇବା; ଆମ୍ଭେ ଏବେ ଉନ୍ନତ ହେବା। Gade chapit laପବିତ୍ର ବାଇବଲ (Re-edited) - (BSI)10 ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ଆମ୍ଭେ ଏବେ ଆପଣାକୁ ଉଠାଇବା; ଆମ୍ଭେ ଏବେ ଉନ୍ନତ ହେବା। Gade chapit laଓଡିଆ ବାଇବେଲ10 ସଦାପ୍ରଭୁ କହନ୍ତି, “ଆମ୍ଭେ ଏବେ ଉଠିବା,” “ଆମ୍ଭେ ଏବେ ଆପଣାକୁ ଉଠାଇବା; ଆମ୍ଭେ ଏବେ ଉନ୍ନତ ହେବା। Gade chapit laପବିତ୍ର ବାଇବଲ10 ସଦାପ୍ରଭୁ କୁହନ୍ତି, “ଆମ୍ଭେ ଏବେ ଉଠିବା, ଆମ୍ଭେ ଏବେ ଆପଣାକୁ ଉଠାଇବା, ଆମ୍ଭେ ଏବେ ଉନ୍ନତ ହେବା। Gade chapit la |
ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।