ଯିଶାଇୟ 33:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ; Gade chapit laପବିତ୍ର ବାଇବଲ (Re-edited) - (BSI)15 ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ; Gade chapit laଓଡିଆ ବାଇବେଲ15 ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ; Gade chapit laପବିତ୍ର ବାଇବଲ15 ଯେଉଁ ଲୋକମାନେ ଧର୍ମ ପଥରେ ଗ୍ଭଲନ୍ତି ଓ ସରଳ କଥା କୁହନ୍ତି, ସେମାନେ ଉପଦ୍ରବକାଳ ଲାଭ ତୁଚ୍ଛ କରନ୍ତି। ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଅନ୍ତି। ରକ୍ତପାତ କଥା ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରନ୍ତି ଓ ଦୁଷ୍କର୍ମ ଦର୍ଶନରୁ ଚକ୍ଷୁ ମୁଦ୍ରିତ କରନ୍ତି। Gade chapit la |
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”