ଯିଶାଇୟ 33:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦ-ନଦୀ ଓ ସ୍ରୋତସମୂହର ସ୍ଥାନ ସ୍ୱରୂପ ହେବେ; ସେହି ସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)21 ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦନଦୀ ଓ ସ୍ରୋତସମୂହର ସ୍ଥାନ ସ୍ଵରୂପ ହେବେ; ସେସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ। Gade chapit laଓଡିଆ ବାଇବେଲ21 ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦନଦୀ ଓ ସ୍ରୋତସମୂହର ସ୍ଥାନ ସ୍ୱରୂପ ହେବେ; ସେହି ସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ। Gade chapit laପବିତ୍ର ବାଇବଲ21-23 କାହିଁକି ଏସବୁ ହେବ? କାରଣ ପ୍ରବଳ ଶକ୍ତିମାନ ସଦାପ୍ରଭୁ ଆମ୍ଭମାନଙ୍କର ସହାୟକ ହେବେ। ସେ ସ୍ଥାନ ପ୍ରଶସ୍ତ ନଦନଦୀ ଓ ସ୍ରୋତ ସମୂହର ସ୍ଥାନ ହେବ। କିନ୍ତୁ ସେହି ନଦୀମାନଙ୍କରେ ଆହୁଲା ଯୁକ୍ତ କୌଣସି ନୌକା ଗତି କରିବ ନାହିଁ କି ଭୟଙ୍କର ଜାହାଜ ତାହାକୁ ଅତିକ୍ରମ କରିବ ନାହିଁ। ତୁମ୍ଭେମାନେ ସେହି ପୋତର ରଜ୍ଜୁ ଛାଡ଼ି ଦେବ। ତୁମ୍ଭେମାନେ ଜାହାଜର ମାସ୍ତୁଲକୁ ଶକ୍ତ କରିବ ନାହିଁ। ତୁମ୍ଭେମାନେ ତୁମ୍ଭର ଜାହାଜକୁ ଖୋଲିବାକୁ କ୍ଷମ ହେବ ନାହିଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଗ୍ଭରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାପକ, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କୁ ପରିତ୍ରାଣ କରିବେ। ତେଣୁ ସଦାପ୍ରଭୁ ଆମ୍ଭମାନଙ୍କୁ ବିପୁଳ ସମ୍ପଦ ଦେବେ। ଏପରିକି ଛୋଟ ଲୋକ ମଧ୍ୟ ଲୁଟିତ ସମ୍ପଦ ପାଇବ। Gade chapit la |