ଯିଶାଇୟ 33:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ଡାର। Gade chapit laପବିତ୍ର ବାଇବଲ (Re-edited) - (BSI)6 ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ତାର। Gade chapit laଓଡିଆ ବାଇବେଲ6 ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ଡାର। Gade chapit laପବିତ୍ର ବାଇବଲ6 ହେ ଯିରୁଶାଲମ, ସେ ତୁମ୍ଭ ପାଇଁ ନିରାପଦ ଆଣିବେ। ସେ ତୁମ୍ଭକୁ ମୁକ୍ତି, ବୁଦ୍ଧି ଓ ଜ୍ଞାନରେ ଧନୀ କରିବେ। ସଞ୍ଚିତ ଧନ ସଦାପ୍ରଭୁଙ୍କ ଭୟର ବିଷୟକ, ତାହା ସେ ଦିଅନ୍ତି। Gade chapit la |
ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”