ଯିଶାଇୟ 33:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଦେଖ, ସେମାନଙ୍କର ବିକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଅଛନ୍ତି; ସନ୍ଧି-ଅନ୍ୱେଷଣକାରୀ ଦୂତମାନେ ଅତିଶୟ ରୋଦନ କରୁଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)7 ଦେଖ, ସେମାନଙ୍କର ବିକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଅଛନ୍ତି; ସନ୍ଧି-ଅନ୍ଵେଷଣକାରୀ ଦୂତମାନେ ଅତିଶୟ ରୋଦନ କରୁଅଛନ୍ତି। Gade chapit laଓଡିଆ ବାଇବେଲ7 ଦେଖ, ସେମାନଙ୍କର ବିକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଅଛନ୍ତି; ସନ୍ଧି-ଅନ୍ୱେଷଣକାରୀ ଦୂତମାନେ ଅତିଶୟ ରୋଦନ କରୁଅଛନ୍ତି। Gade chapit laପବିତ୍ର ବାଇବଲ7 ମାତ୍ର ଶୁଣ, ସେମାନଙ୍କର ପରାକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଛନ୍ତି। ଶାନ୍ତିକାମୀ ଦୂତମାନେ ଅତିଶୟ ରୋଦନ କରୁଛନ୍ତି। Gade chapit la |