ଯିଶାଇୟ 33:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ରାଜପଥସବୁ ନରଶୂନ୍ୟ, ପଥିକ କେହି ନାହିଁ; ସେ ନିୟମ ଭାଙ୍ଗିଅଛି, ସେ ନଗରସବୁକୁ ତୁଚ୍ଛ କରିଅଛି, ସେ ମନୁଷ୍ୟକୁ ଗଣେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ରାଜପଥସବୁ ନରଶୂନ୍ୟ, ପଥିକ କେହି ନାହିଁ; ସେ ନିୟମ ଭାଙ୍ଗିଅଛି, ସେ ନଗରସବୁକୁ ତୁଚ୍ଛ କରିଅଛି, ସେ ମନୁଷ୍ୟକୁ ଗଣେ ନାହିଁ। Gade chapit laଓଡିଆ ବାଇବେଲ8 ରାଜପଥସବୁ ନରଶୂନ୍ୟ, ପଥିକ କେହି ନାହିଁ; ସେ ନିୟମ ଭାଙ୍ଗିଅଛି, ସେ ନଗରସବୁକୁ ତୁଚ୍ଛ କରିଅଛି, ସେ ମନୁଷ୍ୟକୁ ଗଣେ ନାହିଁ। Gade chapit laପବିତ୍ର ବାଇବଲ8 ରାଜପଥ ଧ୍ୱଂସପ୍ରାପ୍ତ ହୋଇଛି। ସେଠାରେ କେହି ପଥିକ ଦେଖାଯିବେ ନାହିଁ। ସେମାନେ ଚୁକ୍ତି ଭଙ୍ଗ କରିଛନ୍ତି। ନଗର ସବୁକୁ ତୁଚ୍ଛ କରିଛନ୍ତି ଏବଂ କେହି ହେଲେ ସମ୍ମାନ ହୋଇ ନାହାନ୍ତି। Gade chapit la |