ଯିଶାଇୟ 34:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେହି ସ୍ଥାନରେ ଡିଆଁ ସର୍ପ ଆପଣା ବସା କରି ଡିମ୍ବ ଦେବ ଓ ଛୁଆ ଫୁଟାଇ ଆପଣା ଛାୟା ତଳେ ଏକତ୍ର କରିବ; ଆହୁରି, ଚିଲମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗିନୀ ସହିତ ସେଠାରେ ଏକତ୍ର ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ସେସ୍ଥାନରେ ଡିଆଁ ସର୍ପ ଆପଣା ବସା କରି ଡିମ୍ଵ ଦେବ ଓ ଛୁଆ ଫୁଟାଇ ଆପଣା ଛାୟା ତଳେ ଏକତ୍ର କରିବ; ଆହୁରି, ଚିଲମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗିନୀ ସହିତ ସେଠାରେ ଏକତ୍ର ହେବେ। Gade chapit laଓଡିଆ ବାଇବେଲ15 ସେହି ସ୍ଥାନରେ ଡିଆଁ ସର୍ପ ଆପଣା ବସା କରି ଡିମ୍ବ ଦେବ ଓ ଛୁଆ ଫୁଟାଇ ଆପଣା ଛାୟା ତଳେ ଏକତ୍ର କରିବ; ଆହୁରି, ଚିଲମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗିନୀ ସହିତ ସେଠାରେ ଏକତ୍ର ହେବେ। Gade chapit laପବିତ୍ର ବାଇବଲ15 ପେଗ୍ଭଗଣ ସେଠାରେ ବାସ କରିବେ ଏବଂ ପରିବାରକୁ ବୃଦ୍ଧି କରିବେ। ଚିଲମାନେ ନିଜର ସଙ୍ଗିନୀ ସହିତ ମିଳିତ ହେବେ। Gade chapit la |