ଯିଶାଇୟ 34:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ତହିଁର ସ୍ରୋତସବୁ ଝୁଣାରେ, ତହିଁର ଧୂଳି ଗନ୍ଧକରେ ପରିଣତ ହେବ ଓ ତହିଁର ଭୂମି ପ୍ରଜ୍ୱଳିତ ଝୁଣା ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)9 ପୁଣି, ତହିଁର ସ୍ରୋତସବୁ ଝୁଣାରେ ଓ ତହିଁର ଧୂଳି ଗନ୍ଧକରେ ପରିଣତ ହେବ ଓ ତହିଁର ଭୂମି ପ୍ରଜ୍ଵଳିତ ଝୁଣା ହେବ। Gade chapit laଓଡିଆ ବାଇବେଲ9 ପୁଣି, ତହିଁର ସ୍ରୋତସବୁ ଝୁଣାରେ, ତହିଁର ଧୂଳି ଗନ୍ଧକରେ ପରିଣତ ହେବ ଓ ତହିଁର ଭୂମି ପ୍ରଜ୍ୱଳିତ ଝୁଣା ହେବ। Gade chapit laପବିତ୍ର ବାଇବଲ9 ଆଉ ମଧ୍ୟ ତହିଁର ସ୍ରୋତସବୁ ଝୁଣାରେ ଓ ତହିଁର ଧୂଳି ଗନ୍ଧକରେ ପରିଣତ ହେବ। ସେହି ଭୂମି ପ୍ରଜ୍ୱଳିତ ଝୁଣା ହେବ। Gade chapit la |