ଯିଶାଇୟ 35:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ଵର ଦୂରକୁ ପଳାଇ ଯିବ। Gade chapit laଓଡିଆ ବାଇବେଲ10 ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇ ଯିବ। Gade chapit laପବିତ୍ର ବାଇବଲ10 ପୁଣି ପରମେଶ୍ୱରଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ। ସେମାନେ ଆନନ୍ଦରେ ଗାନ କରି କରି ସିୟୋନରେ ଉପସ୍ଥିତ ହେବେ। ଚିରନ୍ତନ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ। ସେମାନେ ସମ୍ପୂର୍ଣ୍ଣ ଆନନ୍ଦ ଓ ଆହ୍ଲାଦ ଲାଭ କରିବେ। ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ। Gade chapit la |
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।