ଯିଶାଇୟ 35:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ; Gade chapit laପବିତ୍ର ବାଇବଲ (Re-edited) - (BSI)9 ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ; Gade chapit laଓଡିଆ ବାଇବେଲ9 ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ; Gade chapit laପବିତ୍ର ବାଇବଲ9 ସେ ପଥରେ କୌଣସି ବିପଦ ନ ଥିବ। ସିଂହ କିମ୍ବା ହିଂସ୍ରକ ଜନ୍ତୁ ଆଘାତ ଦେବାକୁ ସେଠାରେ ନ ଥିବେ। ସେମାନେ ସେଠାରେ ଦେଖାଯିବେ ନାହିଁ। କେବଳ ମୁକ୍ତିପ୍ରାପ୍ତ ଲୋକମାନେ ତା'ଉପରେ ବିଚରଣ କରିବେ। Gade chapit la |
ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।