ଯିଶାଇୟ 36:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍ହେରୀବ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସବୁର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ହିଜକୀୟ ରାଜାର ଅଧିକାରର ଚତୁର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍ହେରୀବ୍ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସବୁର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା। Gade chapit laଓଡିଆ ବାଇବେଲ1 ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍ହେରୀବ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସବୁର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା। Gade chapit laପବିତ୍ର ବାଇବଲ1 ରାଜା ହିଜକିୟଙ୍କ ଚତୁର୍ଦ୍ଦଶ ବର୍ଷ ରାଜତ୍ୱ କାଳରେ ଅଶୂରର ରାଜା ସନ୍ହେରୀବ ସୁଦୃଢ଼ ପ୍ରାଚୀର ବେଷ୍ଟିତ ଯିହୁଦାର ନଗର ସବୁକୁ ଆକ୍ରମଣ କରି ତାକୁ ଅଧିକାର କଲେ। Gade chapit la |