ଯିଶାଇୟ 36:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।’” Gade chapit laପବିତ୍ର ବାଇବଲ (Re-edited) - (BSI)10 ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ଵଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ଵଂସ କର। Gade chapit laଓଡିଆ ବାଇବେଲ10 ମୁଁ କ’ଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି ? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।” Gade chapit laପବିତ୍ର ବାଇବଲ10 “‘ବର୍ତ୍ତମାନ ତୁମ୍ଭେ କ’ଣ ଭାବୁଛ ମୁଁ ସଦାପ୍ରଭୁଙ୍କ ବିନା ସାହାଯ୍ୟରେ ଏହି ସ୍ଥାନକୁ ଧ୍ୱଂସ କରି ପାରିବି? ସଦାପ୍ରଭୁ ମୋତେ କହିଲେ, “ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।”’” Gade chapit la |
ମାତ୍ର ସେ ତାଙ୍କ ନିକଟକୁ ଦୂତ ପଠାଇ କହିଲା, “ହେ ଯିହୁଦାର ରାଜନ୍, ତୁମ୍ଭ ସଙ୍ଗେ ମୋହର କʼଣ କରିବାର ଅଛି? ମୁଁ ଆଜି ତୁମ୍ଭ ବିରୁଦ୍ଧରେ ଆସି ନାହିଁ, ମାତ୍ର ଯେଉଁ ବଂଶ ସଙ୍ଗେ ମୋହର ଯୁଦ୍ଧ ଅଛି, ତାହା ବିରୁଦ୍ଧରେ ଆସିଅଛି; ଆଉ ପରମେଶ୍ୱର ଶୀଘ୍ର କରିବା ପାଇଁ ମୋତେ ଆଜ୍ଞା କରିଅଛନ୍ତି; ମୋହର ସହବର୍ତ୍ତୀ ପରମେଶ୍ୱର ଯେପରି ତୁମ୍ଭକୁ ବିନାଶ ନ କରନ୍ତି, ଏଥିପାଇଁ ତୁମ୍ଭେ ତାହାଙ୍କଠାରୁ ନିରସ୍ତ ହୁଅ;”