ଯିଶାଇୟ 36:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର ରବ୍ଶାକି ସେମାନଙ୍କୁ କହିଲା, “ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭଙ୍କୁ ଏହିସବୁ କଥା କହିବା ପାଇଁ ମୋତେ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି?” Gade chapit laପବିତ୍ର ବାଇବଲ (Re-edited) - (BSI)12 ମାତ୍ର ରବ୍ଶାକି ସେମାନଙ୍କୁ କହିଲା, ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭଙ୍କୁ ଏସବୁ କଥା କହିବା ପାଇଁ ମୋତେ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି? Gade chapit laଓଡିଆ ବାଇବେଲ12 ମାତ୍ର ରବ୍ଶାକି ସେମାନଙ୍କୁ କହିଲା, ମୋ’ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭଙ୍କୁ ଏହି ସବୁ କଥା କହିବା ପାଇଁ ମୋତେ ପଠାଇଅଛନ୍ତି ? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କ’ଣ ମୋତେ ପଠାଇ ନାହାନ୍ତି ? Gade chapit laପବିତ୍ର ବାଇବଲ12 ମାତ୍ର ରବ୍ଶାକି କହିଲା, “ମୋର ପ୍ରଭୁ କ’ଣ ମୋତେ ତୁମ୍ଭମାନଙ୍କୁ ଓ ତୁମ୍ଭର ପୁତ୍ରଙ୍କୁ କହିବା ପାଇଁ ପଠାଇଛନ୍ତି? ସେ କ’ଣ ମୋତେ ତୁମ୍ଭମାନଙ୍କ ସହିତ ଯେଉଁମାନେ ଆପଣା ଆପଣା ବିଷ୍ଠା ଖାଉଛନ୍ତି ଓ ମୂତ୍ର ପାନ କରୁଛନ୍ତି, ସେମାନଙ୍କ ନିକଟକୁ ପଠାଇ ନାହାନ୍ତି?” Gade chapit la |