Biblia Todo Logo
Bib sou entènèt

- Piblisite -




ଯିଶାଇୟ 36:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ରାଜା ଏହି କଥା କହନ୍ତି, ‘ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ଦିଅ ନାହିଁ; କାରଣ ସେ ତୁମ୍ଭମାନଙ୍କୁ ଉଦ୍ଧାର କରି ପାରିବ ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ରାଜା ଏହି କଥା କହନ୍ତି, ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ଦିଅ ନାହିଁ; କାରଣ ସେ ତୁମ୍ଭମାନଙ୍କୁ ଉଦ୍ଧାର କରିପାରିବ ନାହିଁ;

Gade chapit la Kopi

ଓଡିଆ ବାଇବେଲ

14 ରାଜା ଏହି କଥା କହନ୍ତି, ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ଦିଅ ନାହିଁ; କାରଣ ସେ ତୁମ୍ଭମାନଙ୍କୁ ଉଦ୍ଧାର କରିପାରିବ ନାହିଁ;

Gade chapit la Kopi

ପବିତ୍ର ବାଇବଲ

14 ମହାରାଜା ଅଶୂରର ରାଜାଙ୍କର ଏହି ବାର୍ତ୍ତା ଶୁଣ: ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକିୟଙ୍କୁ ଦିଅ ନାହିଁ। କାରଣ ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ କ୍ଷମ ହେବେ ନାହିଁ।

Gade chapit la Kopi




ଯିଶାଇୟ 36:14
11 Referans Kwoze  

ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଈଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ବରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ବର ବୋଲି ଦେଖାଏ।


ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।


ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, “ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି?”


ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଅଶୂର ରାଜାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି ଦୁର୍ଭିକ୍ଷରେ ଓ ତୃଷାରେ ମରିବା ପାଇଁ ତୁମ୍ଭମାନଙ୍କୁ ସମର୍ପି ଦେବାକୁ କʼଣ ହିଜକୀୟ ମଣାଉ ନାହାନ୍ତି?


ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ!


କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ହିଜକୀୟ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କଠାରେ ବିଶ୍ୱାସ ନ କରାଉ।


Swiv nou:

Piblisite


Piblisite