ଯିଶାଇୟ 36:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ହିଜକୀୟ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କଠାରେ ବିଶ୍ୱାସ ନ କରାଉ। Gade chapit laପବିତ୍ର ବାଇବଲ (Re-edited) - (BSI)15 କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ନୋହିବ, ଏହି କଥା କହି ହିଜକୀୟ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କଠାରେ ବିଶ୍ଵାସ ନ କରାଉ। Gade chapit laଓଡିଆ ବାଇବେଲ15 କିଅବା “ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ,” ଏହି କଥା କହି ହିଜକୀୟ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କଠାରେ ବିଶ୍ୱାସ ନ କରାଉ। Gade chapit laପବିତ୍ର ବାଇବଲ15 ହିଜକିୟଙ୍କ କଥା ବିଶ୍ୱାସ କର ନାହିଁ। “ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖ। ସେ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ। ସଦାପ୍ରଭୁ ଅଶୂର ରାଜାଙ୍କୁ ଏହି ନଗର ଅଧିକାର କରିବାକୁ ଦେବେ ନାହିଁ।” Gade chapit la |