Biblia Todo Logo
Bib sou entènèt

- Piblisite -




ଯିଶାଇୟ 36:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ଵଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟୀ ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବି।

Gade chapit la Kopi

ଓଡିଆ ବାଇବେଲ

17 ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବି।

Gade chapit la Kopi

ପବିତ୍ର ବାଇବଲ

17 ତୁମ୍ଭମାନଙ୍କୁ ସ୍ୱଦେଶକୁ ନେଇଯିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି କାର୍ଯ୍ୟ କର। ସେହି ନୂତନ ଦେଶରେ ତୁମ୍ଭେମାନେ ଉତ୍ତମ ଶସ୍ୟ ଓ ଦ୍ରାକ୍ଷାରସ ଏବଂ ରୁଟୀ ଓ ଦ୍ରାକ୍ଷାକ୍ଷେତ୍ର‌ମାନ ଲାଭ କରିବ।”

Gade chapit la Kopi




ଯିଶାଇୟ 36:17
11 Referans Kwoze  

ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।


ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର।


ସେ ନଦୀମାନ, ଅର୍ଥାତ୍‍, ମଧୁ ଓ ନବନୀତ ପ୍ରବାହୀ ସ୍ରୋତମାନ ଦେଖିବ ନାହିଁ।


ପୁଣି ତାହାର ଦାସମାନେ ଅବରୋଧ କରୁଥିବା ସମୟରେ ବାବିଲର ରାଜା ନବୂଖଦ୍‍ନିତ୍ସର ନଗରରେ ଉପସ୍ଥିତ ହେଲା।


ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମନୋଯୋଗ କରନ୍ତି; ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।


ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।


ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କୁହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର;


ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ଯେପରି ତୁମ୍ଭମାନଙ୍କୁ ନ ମଣାଏ, ଏଥିପାଇଁ ସାବଧାନ ହୁଅ। ନାନା ଗୋଷ୍ଠୀୟମାନଙ୍କର ଦେବତାଗଣ ମଧ୍ୟରୁ କୌଣସି ଦେବତା କʼଣ ଅଶୂରୀୟ ରାଜା ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି?


Swiv nou:

Piblisite


Piblisite