Biblia Todo Logo
Bib sou entènèt

- Piblisite -




ଯିଶାଇୟ 36:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ଅଶୂରର ରାଜା ରବ୍‍ଶାକିକୁ ମହାସୈନ୍ୟ ସହିତ ଲାଖୀଶ୍‍ଠାରୁ ଯିରୂଶାଲମକୁ ହିଜକୀୟ ରାଜା ନିକଟକୁ ପଠାଇଲା। ଆଉ, ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ଅଶୂରର ରାଜା ରବ୍ଶାକିକି ମହାସୈନ୍ୟ ସହିତ ଲାଖୀଶ୍ଠାରୁ ଯିରୂଶାଲମକୁ ହିଜକୀୟ ରାଜା ନିକଟକୁ ପଠାଇଲା। ଆଉ, ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲା।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ଅଶୂରର ରାଜା ରବ୍‍ଶାକିକୁ ମହାସୈନ୍ୟ ସହିତ ଲାଖୀଶ୍‍ଠାରୁ ଯିରୂଶାଲମକୁ ହିଜକୀୟ ରାଜା ନିକଟକୁ ପଠାଇଲା। ଆଉ, ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲା।

Gade chapit la Kopi

ପବିତ୍ର ବାଇବଲ

2 ଅଶୂରର ରାଜା ସ‌‌‌ନ୍‌‌‌ହେରୀବ ତାଙ୍କର ସେନାଧ୍ୟକ୍ଷଙ୍କୁ ଏକ ବିଶାଳ ସୈନ୍ୟବାହିନୀ ଦେଇ ଲାଖି‌ଶ୍‌ଠାରୁ ଯିରୁଶାଲମକୁ ହିଜକିୟ ରାଜା ନିକଟକୁ ପଠାଇଲା। ଆଉ ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲା।

Gade chapit la Kopi




ଯିଶାଇୟ 36:2
10 Referans Kwoze  

ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ଡରେ ଆହସ୍‌ର ସଙ୍ଗେ ସାକ୍ଷାତ କରିବାକୁ ଯାଅ।


ଏଥିଉତ୍ତାରେ ଅଶୂରର ରାଜା ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ, ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ସେମାନଙ୍କୁ ରଖିଲା।


ଏହେତୁ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯଦି ତୁମ୍ଭେ ପାର, ତେବେ ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।


ସେସମୟରେ ବାବିଲ ରାଜାର ସୈନ୍ୟ ଯିରୂଶାଲମ ବିରୁଦ୍ଧରେ ଓ ଯିହୁଦାର ଅବଶିଷ୍ଟସକଳ ନଗର ଅର୍ଥାତ୍‍ ଲାଖୀଶ୍‍ ଓ ଅସେକା ବିରୁଦ୍ଧରେ ଯୁଦ୍ଧ କରୁଥିଲେ; କାରଣ ଯିହୁଦା ଦେଶସ୍ଥ ନଗରସମୂହ ମଧ୍ୟରେ ଏହି ଦୁଇଟି ମାତ୍ର ପ୍ରାଚୀର-ବେଷ୍ଟିତ ନଗର ଅବଶିଷ୍ଟ ଥିଲା।


ହେ ଲାଖୀଶ୍‍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ୱ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ୱରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞା-ଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା।


ଆଉ ନଗର ମଧ୍ୟକୁ ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଦୂତଗଣ ପଠାଇ ତାଙ୍କୁ କହିଲା, “ବିନ୍‍ହଦଦ୍‍ ଏହି କଥା କହନ୍ତି,


କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।


Swiv nou:

Piblisite


Piblisite