Biblia Todo Logo
Bib sou entènèt

- Piblisite -




ଯିଶାଇୟ 36:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ତାହାକୁ ପଦେ ମାତ୍ର ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାର ଆଜ୍ଞା ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ତାହାକୁ ପଦେମାତ୍ର ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାର ଆଜ୍ଞା ଥିଲା।

Gade chapit la Kopi

ଓଡିଆ ବାଇବେଲ

21 ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ତାହାକୁ ପଦେ ମାତ୍ର ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାର ଆଜ୍ଞା ଥିଲା।

Gade chapit la Kopi

ପବିତ୍ର ବାଇବଲ

21 ମାତ୍ର ଯିରୁଶାଲମର ଲୋକମାନେ ନୀରବ ରହିଲେ। ତାହାକୁ ପଦେମାତ୍ର ଉତ୍ତର କଲେ ନାହିଁ। “କାରଣ ରାଜା ହିଜକିୟ ଉତ୍ତର ନ ଦେବା ପାଇଁ ଆଦେଶ ଦେଇଥିଲେ।”

Gade chapit la Kopi




ଯିଶାଇୟ 36:21
8 Referans Kwoze  

ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ ନାହିଁ, ଦେଲେ ତୁମ୍ଭେ ମଧ୍ୟ ତାହାର ସମାନ ହେବ।


ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହିସବୁ ସେମାନଙ୍କ ପାଦ ତଳେ ଦଳି ଦେବେ ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିଦେବେ।


ଏଥିପାଇଁ ଯେଉଁ ଜନ ବୁଦ୍ଧିମାନ, ସେ ଏପରି ସମୟରେ ନୀରବ ହୋଇ ରହିବ; କାରଣ ସମୟ ମନ୍ଦ ଅଟେ।


ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋʼ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।”


ଏଥିଉତ୍ତାରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟଙ୍କ ନିକଟକୁ ଆସି ରବ୍‍ଶାକିର କଥାସବୁ ତାଙ୍କୁ ଜଣାଇଲେ।


ଏଥିରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ଓ ଶିବ୍‍ନ ଓ ଯୋୟାହ ରବ୍‍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ। ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ।”


Swiv nou:

Piblisite


Piblisite