ଯିଶାଇୟ 36:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ଯଦି ତୁମ୍ଭେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯାହାଙ୍କ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କʼଣ ସେହି ନୁହନ୍ତି? Gade chapit laପବିତ୍ର ବାଇବଲ (Re-edited) - (BSI)7 ମାତ୍ର ଯେବେ ତୁମ୍ଭେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯାହାଙ୍କ ଯଜ୍ଞବେଦିସବୁ ଦୂର କରି ଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କʼଣ ସେହି ନୁହନ୍ତି? Gade chapit laଓଡିଆ ବାଇବେଲ7 ମାତ୍ର ଯଦି ତୁମ୍ଭେ ମୋତେ କୁହ, “ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯାହାଙ୍କ ଯଜ୍ଞବେଦିସବୁ ଦୂର କରି ଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କ’ଣ ସେହି ନୁହନ୍ତି ?” Gade chapit laପବିତ୍ର ବାଇବଲ7 “‘ମାତ୍ର ତୁମ୍ଭେ ମୋତେ କହିପାର, “ଆମ୍ଭେମାନେ ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କ ଉପରେ ବିଶ୍ୱାସ କରୁଅଛୁ।” ମାତ୍ର ମୁଁ ଜାଣେ ହିଜକିୟ ସଦାପ୍ରଭୁଙ୍କ ପୂଜାସ୍ଥଳୀ ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଧ୍ୱଂସ କରି ଦେଇଛି। “ଆଉ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କେବଳ ଯିରୁଶାଲମର ଯଜ୍ଞବେଦି ନିକଟରେ ପୂଜା କରିବାକୁ କହିଅଛି।” Gade chapit la |
ଏହିସବୁ ସମାପ୍ତ ହେଲା ଉତ୍ତାରେ ଉପସ୍ଥିତ ସମଗ୍ର ଇସ୍ରାଏଲ ଯିହୁଦାର ନଗରମାନଙ୍କୁ ଯାଇ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ କାଟି ପକାଇଲେ, ପୁଣି ନିଃଶେଷରେ ବିନାଶ ନ କରିବା ପର୍ଯ୍ୟନ୍ତ ସମସ୍ତ ଯିହୁଦା ଓ ବିନ୍ୟାମୀନ୍ ମଧ୍ୟରୁ, ଆହୁରି ଇଫ୍ରୟିମ ଓ ମନଃଶିରେ ସ୍ଥିତ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ। ତହୁଁ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ଓ ନଗରକୁ ଫେରିଗଲେ।