ଯିଶାଇୟ 36:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେବେ କିପରି ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ବିମୁଖ କରି ପାରିବ, ଆଉ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରିବ? Gade chapit laପବିତ୍ର ବାଇବଲ (Re-edited) - (BSI)9 ତେବେ କିରୂପେ ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକି ବିମୁଖ କରି ପାରିବ, ଆଉ ରଥ ଓ ଅଶ୍ଵାରୋହୀ ନିମନ୍ତେ ମିସର ଉପରେ ବିଶ୍ଵାସ କରିବ? Gade chapit laଓଡିଆ ବାଇବେଲ9 ତେବେ କିପରି ତୁମ୍ଭେ ମୋ’ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ବିମୁଖ କରି ପାରିବ, ଆଉ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରିବ ? Gade chapit laପବିତ୍ର ବାଇବଲ9 ମାତ୍ର ତୁମ୍ଭେ ମୋର ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ କ୍ଷୁଦ୍ରତମ ସେନାପତିଙ୍କୁ ମଧ୍ୟ ପରାସ୍ତ କରି ପାରିବ ନାହିଁ। ତେବେ ତୁମ୍ଭେ କିପରି ମିଶରର ଅଶ୍ୱାରୋହୀ ଓ ରଥ ଉପରେ ବିଶ୍ୱାସ ରଖୁଛ? Gade chapit la |