ଯିଶାଇୟ 37:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଦେଖ, ଅଶୂରୀୟ ରାଜାମାନେ ନିଃଶେଷ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ଆଉ, ତୁମ୍ଭେ କʼଣ ଉଦ୍ଧାର ପାଇବ? Gade chapit laପବିତ୍ର ବାଇବଲ (Re-edited) - (BSI)11 ଦେଖ, ଅଶୂରୀୟ ରାଜାମାନେ ନିଃଶେଷ ରୂପେ ବିନାଶ କରିବା ଦ୍ଵାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ଆଉ, ତୁମ୍ଭେ କʼଣ ଉଦ୍ଧାର ପାଇବ? Gade chapit laଓଡିଆ ବାଇବେଲ11 ଦେଖ, ଅଶୂରୀୟ ରାଜାମାନେ ନିଃଶେଷ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ଆଉ, ତୁମ୍ଭେ କ’ଣ ଉଦ୍ଧାର ପାଇବ ? Gade chapit laପବିତ୍ର ବାଇବଲ11 ଦେଖ, ଅଶୂରୀୟ ରାଜାମାନେ ଯେପରି ଭାବରେ ସମସ୍ତ ଦେଶକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱସ୍ତ ବିଧ୍ୱସ୍ତ କରିଛନ୍ତି, ତାହା ତୁମ୍ଭେମାନେ ଶୁଣିଅଛ। ଆଉ ତୁମ୍ଭେମାନେ କ’ଣ ଉଦ୍ଧାର ପାଇବ? Gade chapit la |