ଯିଶାଇୟ 37:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ, ହିଜକୀୟ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା, Gade chapit laପବିତ୍ର ବାଇବଲ (Re-edited) - (BSI)15 ଆଉ, ହିଜକୀୟ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା, Gade chapit laଓଡିଆ ବାଇବେଲ15 ଆଉ, ହିଜକୀୟ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା, Gade chapit laପବିତ୍ର ବାଇବଲ15 ସେ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲା, Gade chapit la |
ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୋ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”