ଯିଶାଇୟ 37:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 “ହେ କିରୂବଗଣ ଉପରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)16 ହେ କିରୂବଗଣ ଉପରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ଵର ଅଟ; ତୁମ୍ଭେ ସ୍ଵର୍ଗ ଓ ପୃଥିବୀ ନିର୍ମାଣ କରିଅଛ। Gade chapit laଓଡିଆ ବାଇବେଲ16 “ହେ କିରୂବଗଣ ଉପରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ। Gade chapit laପବିତ୍ର ବାଇବଲ16 “ହେ ସର୍ବଶକ୍ତିମାନ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଯେ କି କିରୂବଗଣ ଉପରେ ଉପବିଷ୍ଟା ତୁମ୍ଭେ କେବଳ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ। ତୁମ୍ଭେ ଏହି ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ। Gade chapit la |