ଯିଶାଇୟ 37:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେରି ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଇ ଦେଖ; ପୁଣି, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ ଯାହା କହି ପଠାଇଅଛି, ତାହାର ସେହି ସବୁ କଥା ଶୁଣ। Gade chapit laପବିତ୍ର ବାଇବଲ (Re-edited) - (BSI)17 ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେରି ଶୁଣନ୍ତ ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଇ ଦେଖ; ପୁଣି, ଜୀବିତ ପରମେଶ୍ଵରଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ୍ ଯାହା କହି ପଠାଇଅଛି, ତାହାର ସେହିସବୁ କଥା ଶୁଣ। Gade chapit laଓଡିଆ ବାଇବେଲ17 ହେ ସଦାପ୍ରଭୁ, ଆପଣା କର୍ଣ୍ଣ ଡେରି ଶୁଣ; ହେ ସଦାପ୍ରଭୁ, ଆପଣା ଚକ୍ଷୁ ଫିଟାଇ ଦେଖ; ପୁଣି, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ ଯାହା କହି ପଠାଇଅଛି, ତାହାର ସେହିସବୁ କଥା ଶୁଣ। Gade chapit laପବିତ୍ର ବାଇବଲ17 ହେ ସଦାପ୍ରଭୁ, ଦୟାକରି କର୍ଣ୍ଣ ଦେଇ ଶୁଣ, ହେ ସଦାପ୍ରଭୁ, ଚକ୍ଷୁ ଖୋଲି ଦେଖ। ପୁଣି ଜୀବନ୍ତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ ଯାହାକିଛି ପଠାଇଛି, ତାହାର ସେହିସବୁ କଥା ଶୁଣ। Gade chapit la |