ଯିଶାଇୟ 37:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)19 ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ଵର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି। Gade chapit laଓଡିଆ ବାଇବେଲ19 ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି। Gade chapit laପବିତ୍ର ବାଇବଲ19 ଆଉ ମଧ୍ୟ ସେମାନେ ସେହି ଦେଶର ଦେବତାମାନଙ୍କୁ ଅଗ୍ନିରେ ନିକ୍ଷେପ କରିଛନ୍ତି। କାରଣ ସେମାନେ ପ୍ରକୃତ ଦେବତା ନୁହନ୍ତି। ମନୁଷ୍ୟ ହସ୍ତ ନିର୍ମିତ କାଷ୍ଠ ଓ ପାଷାଣ ପ୍ରତିମା। ତେଣୁ ସେମାନେ ସେଗୁଡ଼ିକୁ ବିନାଶ କରିଛନ୍ତି। Gade chapit la |
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।