ଯିଶାଇୟ 37:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସେ ରାଜଗୃହାଧ୍ୟକ୍ଷ ଇଲିୟାକୀମ୍କୁ, ଶିବ୍ନ ଲେଖକଙ୍କୁ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲା। Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି, ସେ ରାଜଗୃହାଧ୍ୟକ୍ଷ ଇଲୀୟାକୀମ୍କୁ ଓ ଶୀବ୍ନ ଲେଖକକୁ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲା। Gade chapit laଓଡିଆ ବାଇବେଲ2 ପୁଣି, ସେ ରାଜଗୃହାଧ୍ୟକ୍ଷ ଇଲିୟାକୀମ୍କୁ, ଶିବ୍ନ ଲେଖକଙ୍କୁ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲା। Gade chapit laପବିତ୍ର ବାଇବଲ2 ପୁଣି ହିଜକିୟ ରାଜା ଗୃହାଧ୍ୟକ୍ଷ ଇଲିୟାକୀମ୍, ଲେଖକ ଶିବ୍ନ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖା ପିନ୍ଧାଇ ଆମୋସଙ୍କ ପୁତ୍ର ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ନିକଟକୁ ପଠାଇଲେ। Gade chapit la |
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”