ଯିଶାଇୟ 37:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଣୁ ଏବେ, ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)20 ଏଣୁ ଏବେ, ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ। Gade chapit laଓଡିଆ ବାଇବେଲ20 ଏଣୁ ଏବେ, ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।” Gade chapit laପବିତ୍ର ବାଇବଲ20 ମାତ୍ର ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର। ତେଣୁ ଦୟାକରି ଆମ୍ଭମାନଙ୍କୁ ଅଶୂରୀୟ ରାଜାଙ୍କଠାରୁ ଉଦ୍ଧାର କର, ତାହାହେଲେ ତୁମ୍ଭେ ଯେ ସଦାପ୍ରଭୁ ଓ ଏକମାତ୍ର ପରମେଶ୍ୱର, ଏ କଥା ସମଗ୍ର ପୃଥିବୀବାସୀ ଜାଣିବେ।” Gade chapit la |
ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”