ଯିଶାଇୟ 37:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭଆଡ଼େ ମୁଣ୍ଡ ହଲାଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)22 ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ତ ହଲାଇଅଛି। Gade chapit laଓଡିଆ ବାଇବେଲ22 ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ଡ ହଲାଇଅଛି। Gade chapit laପବିତ୍ର ବାଇବଲ22 “ସନ୍ହେରୀବ ବିଷୟରେ ସଦାପ୍ରଭୁ ଏହିକଥା କୁହନ୍ତି, ‘ସିୟୋନର କୁଆଁରୀକନ୍ୟା ତୁମ୍ଭକୁ ତୁଚ୍ଛ କରିଛି ଓ ତୁମ୍ଭକୁ ପରିହାସ କରିଛି। ଯିରୁଶାଲମର କନ୍ୟା ତୁମ୍ଭକୁ ହୀନ ଦୃଷ୍ଟିରେ ଦେଖିଛି। Gade chapit la |