Biblia Todo Logo
Bib sou entènèt

- Piblisite -




ଯିଶାଇୟ 37:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏହେତୁ ତନ୍ନିବାସୀମାନେ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଉଦ୍‍ବିଗ୍ନ ହେଲେ; ସେମାନେ କ୍ଷେତ୍ରର ଘାସ ଓ ନବୀନ ତୃଣ, ଗୃହଛାତର ଉପରିସ୍ଥ ଘାସ ଓ ଅପକ୍ୱ ଶସ୍ୟକ୍ଷେତ୍ର ତୁଲ୍ୟ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଏହେତୁ ତନ୍ନିବାସୀମାନେ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଉଦ୍ବିଗ୍ନ ହେଲେ; ସେମାନେ କ୍ଷେତ୍ରର ଘାସ ଓ ନବୀନ ତୃଣ, ଗୃହ-ଛାତର ଉପରିସ୍ଥ ଘାସ ଓ ଅପକ୍ଵ ଶସ୍ୟକ୍ଷେତ୍ର ତୁଲ୍ୟ ହେଲେ।

Gade chapit la Kopi

ଓଡିଆ ବାଇବେଲ

27 ଏହେତୁ ତନ୍ନିବାସୀମାନେ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଉଦ୍‍ବିଗ୍ନ ହେଲେ; ସେମାନେ କ୍ଷେତ୍ରର ଘାସ ଓ ନବୀନ ତୃଣ, ଗୃହଛାତର ଉପରିସ୍ଥ ଘାସ ଓ ଅପକ୍ୱ ଶସ୍ୟକ୍ଷେତ୍ର ତୁଲ୍ୟ ହେଲେ।

Gade chapit la Kopi

ପବିତ୍ର ବାଇବଲ

27 ଏଣୁ ସେହି ନଗର ବାସିନ୍ଦା ଅଳ୍ପଶକ୍ତି ବିଶିଷ୍ଟ ହେଲେ। ସେମାନେ ହତାଶ ଓ ବିଭ୍ରାନ୍ତ ହେଲେ। ସେମାନେ କ୍ଷେତ୍ରର ଘାସ ଓ ନବୀନ ତୃଣ କର୍ତ୍ତନ ସଦୃଶ, ଗୃହ ଛାତର ଉପରିସ୍ଥ ଘାସ ଓ ଅପକ୍ୱ ଶସ୍ୟକ୍ଷେତ୍ର ତୁଲ୍ୟ ହେଲେ।

Gade chapit la Kopi




ଯିଶାଇୟ 37:27
17 Referans Kwoze  

ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;


କାରଣ ପବିତ୍ର ଶାସ୍ତ୍ରରେ ଯେପରି ଲେଖାଅଛି, “ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,


ତୁମ୍ଭମାନଙ୍କ ସହିତ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କର ସମୁଦାୟ ସୈନ୍ୟକୁ ତୁମ୍ଭେମାନେ ହତାହତ କଲେ ମଧ୍ୟ ଯଦ୍ୟପି ସେମାନଙ୍କ ମଧ୍ୟରୁ କେବଳ ଆହତ ଲୋକ ଅବଶିଷ୍ଟ ରହନ୍ତି, ତଥାପି ସେମାନଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁରୁ ଉଠିବେ ଓ ଏହି ନଗରକୁ ଅଗ୍ନିରେ ଦଗ୍ଧ କରିବେ।”


ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ ଯାଇ ସେମାନଙ୍କୁ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ।


ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ।


ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ।


ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ।


କାରଣ ସେମାନେ ଘାସ ପରି ଶୀଘ୍ର କଟାଯିବେ ଓ କୋମଳ ତୃଣ ପରି ଶୁଷ୍କ ହେବେ।


ଏହେତୁ ତନ୍ନିବାସୀଗଣ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଲଜ୍ଜିତ ହେଲେ; ସେମାନେ କ୍ଷେତ୍ରର ଶାକ ଓ ନବୀନ ତୃଣ, ଗୃହ-ଛାତ ଉପରିସ୍ଥ ଘାସ, ଓ ଅପକ୍ୱ ଅବସ୍ଥାରେ ଶୁଷ୍କ ଶସ୍ୟ ତୁଲ୍ୟ ହେଲେ।


କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।”


ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି, ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘର ଛାତ ଉପରେ ଘୋଷଣା କର।


ସେମାନଙ୍କ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ ଆଉ ସାତୁଟା କ୍ଷୀଣ ଶିଷା ଉତ୍ପନ୍ନ ହେଲା।


ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ।


Swiv nou:

Piblisite


Piblisite