Biblia Todo Logo
Bib sou entènèt

- Piblisite -




ଯିଶାଇୟ 37:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏଥିପାଇଁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏଥିପାଇଁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।

Gade chapit la Kopi

ଓଡିଆ ବାଇବେଲ

29 ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏଥିପାଇଁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।”

Gade chapit la Kopi

ପବିତ୍ର ବାଇବଲ

29 ହଁ, ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦମ୍ଭ ଓ ଗର୍ବିତ କଥା ଆମ୍ଭର କର୍ଣ୍ଣଗୋଚର ହୋଇଅଛି। ଏଣୁ ଆମ୍ଭେ ତୁମ୍ଭ ନାକରେ ଅଙ୍କୁଶ ଓ ଓଠରେ ଲଗାମ ଦେବା। ପୁଣି ତୁମ୍ଭେ ଯେଉଁ ବାଟରେ ଆସିଥିଲ, ସେହି ବାଟରେ ତୁମ୍ଭେମାନେ ଫେରିଯିବ।””

Gade chapit la Kopi




ଯିଶାଇୟ 37:29
26 Referans Kwoze  

ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା, ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ସୈନ୍ୟ ସମସ୍ତଙ୍କୁ, ଅଶ୍ୱ ଓ ଅଶ୍ୱାରୋହୀଗଣଙ୍କୁ ବାହାର କରି ଆଣିବା, ସେମାନେ ସମସ୍ତେ ସମ୍ପୂର୍ଣ୍ଣ ଯୁଦ୍ଧ ସଜ୍ଜାରେ ସୁସଜ୍ଜିତ, ଫଳକ ଓ ଢାଲଧାରୀ ମହାସମାଜ, ସେମାନଙ୍କର ସମସ୍ତେ ଖଡ୍ଗଧାରୀ ଅଟନ୍ତି;


ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରିଯିବ ଓ ସେ ଏହି ନଗରକୁ ଆସିବ ନାହିଁ।


ପୁଣି, ତାହାଙ୍କର ଶ୍ୱାସବାୟୁ ପ୍ଲାବିତ ସ୍ରୋତ ତୁଲ୍ୟ, ସର୍ବଦେଶୀୟ ଲୋକମାନଙ୍କୁ ଅସାରତାରୂପ ଚାଲୁଣୀରେ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି; ଆଉ, ଗୋଷ୍ଠୀସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ।


ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା।


ମାତ୍ର ଆମ୍ଭେ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା ଓ ଆମ୍ଭେ ତୁମ୍ଭ ସ୍ରୋତସମୂହରେ ମତ୍ସ୍ୟସକଳକୁ ତୁମ୍ଭ ଦେହର କାତିରେ ଲଗାଇବା; ଆଉ, ଆମ୍ଭେ ତୁମ୍ଭ ସ୍ରୋତସମୂହର ମଧ୍ୟରୁ ତୁମ୍ଭକୁ ଓ ତୁମ୍ଭ କାତିରେ ଲାଗିଥିବା ତୁମ୍ଭ ସ୍ରୋତସମୂହର ମତ୍ସ୍ୟସକଳକୁ ବାହାର କରି ଉପରକୁ ଆଣିବା।


ଲୋକମାନେ ଏହି କଥା ଶୁଣିବା ପରେ ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାହାର ବଞ୍ଚି ରହିବାର ଉଚିତ୍ ନୁହେଁ।


ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, “ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ?”


ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରିପାରୁ ନାହାନ୍ତି, ବରଂ ଆହୁରି ଗଣ୍ଡଗୋଳ ହେଉଅଛି, ସେତେବେଳେ ସେ ପାଣି ନେଇ ଲୋକମାନଙ୍କ ଆଗରେ ହାତ ଧୋଇ କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ, ତୁମ୍ଭେମାନେ ତାହା ବୁଝ।


ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି, ଦେଖ, ଯେଉଁ ସମୟରେ ଲୋକମାନେ ତୁମ୍ଭମାନଙ୍କୁ ତେଣ୍ଟାରେ ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ବନଶୀ କଣ୍ଟାରେ ଟାଣି ନେବେ, ଏପରି ସମୟ ତୁମ୍ଭମାନଙ୍କ ଉପରେ ଆସିବ।


“ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟକୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।


ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।’”


ତହିଁରେ ରବ୍‍ଶାକି ସେମାନଙ୍କୁ କହିଲା, “ଏବେ ତୁମ୍ଭେମାନେ ହିଜକୀୟକୁ କୁହ, ‘ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ?


କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇଅଛନ୍ତି।


ତୁମ୍ଭ ବିପକ୍ଷଗଣର ରବ ବିସ୍ମୃତ ହୁଅ ନାହିଁ; ତୁମ୍ଭ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କର କଳହ ନିରନ୍ତର ଉଠୁଅଛି।


ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ୱଜା ସ୍ଥାପନ କରିଅଛନ୍ତି।


ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା।


ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ।


ତୁମ୍ଭେ କି ତାହାର ନାସାରେ ଦଉଡ଼ି ଦେଇ ପାର? ଅବା ଅଙ୍କୁଶରେ ତାହାର ଥୋମଣି ଫୋଡ଼ିପାର?


ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ, ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”


ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ।


Swiv nou:

Piblisite


Piblisite