Biblia Todo Logo
Bib sou entènèt

- Piblisite -




ଯିଶାଇୟ 37:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି, ତୃତୀୟ ବର୍ଷ ବୀଜ ବୁଣି ଶସ୍ୟ କାଟିବ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ଵୟଂ ଉତ୍ପନ୍ନ ଶସ୍ୟ ଓ ଦ୍ଵିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି, ତୃତୀୟ ବର୍ଷ ବୀଜ ବୁଣି ଶସ୍ୟ କାଟିବ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଗ କରିବ।

Gade chapit la Kopi

ଓଡିଆ ବାଇବେଲ

30 ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି, ତୃତୀୟ ବର୍ଷ ବୀଜ ବୁଣି ଶସ୍ୟ କାଟିବ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଗ କରିବ।

Gade chapit la Kopi

ପବିତ୍ର ବାଇବଲ

30 ତା'ପରେ ସଦାପ୍ରଭୁ ହିଜକିୟଙ୍କୁ କହିଲେ, “ଏହା ତୁମ୍ଭ ପାଇଁ ଏକ ଚିହ୍ନ ହେବ। ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟରୁ ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟରୁ ଭୋଜନ କରିବ। ପୁଣି ତୃତୀୟ ବର୍ଷ ବୀଜ ବୁଣି ପ୍ରଚୁର ଶସ୍ୟଅମଳ କରିବ ଓ ଦ୍ରାକ୍ଷାକ୍ଷେତ୍ର କରି ତାହାର ଫଳ ଭୋଗ କରିବ।

Gade chapit la Kopi




ଯିଶାଇୟ 37:30
12 Referans Kwoze  

ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ: ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ, ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ, ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର।


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


ତହିଁରେ ଯିଶାଇୟ କହିଲେ, “ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ଡ ଯିବ, ଅବା ପଛକୁ ଦଶ ପାହୁଣ୍ଡ ଯିବ।”


ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।”


ଆଉ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ;


ସେହି ପଚାଶତମ ବର୍ଷ ବ୍ୟାପି ତୁମ୍ଭମାନଙ୍କ ନିମନ୍ତେ ଯୋବେଲ ହେବ; ତୁମ୍ଭେମାନେ ବୁଣିବ ନାହିଁ କିଅବା ଯେଉଁ ଶସ୍ୟ ଆପେ ବଢ଼େ, ତାହା କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ।


“ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ୱଲୋକରେ ହେଉ, ମାଗ।”


ପୁଣି, ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।


Swiv nou:

Piblisite


Piblisite